ଲଜ୍ଜା: ଉଦଳାରେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

1,076

ଉଦଳା,୯।୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଥାନା  ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଏ ନେଇ  ଶନିବାର ସ୍କୁଲର ପ୍ରଧାନ ଶିକ୍ଷକ ଥାନାରେ ଅଭିଯୋଗ କରିଛନ୍ତି। ଛାତ୍ରୀ ଜଣଙ୍କ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି।  ଏ ନେଇ  ପୋଲିସ ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.

WhatsApp chat